୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ ନିର୍ଭର କରିଥାଏ। ଆସନ୍ତା ୨୦୨୬ ମସିହାରେ ଗ୍ରହମାନଙ୍କର ଏପରି ଏକ ସଂଯୋଗ ବନୁଛି,...


