ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି । ମଙ୍ଗଳ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ପୁନର୍ବସୁ ନକ୍ଷତ୍ରର ସ୍ୱାମୀ…