ମୋଦିଙ୍କୁ ନେଇ ବଡ଼ କଥା କହିଲେ ମେରି, CJPକୁ ଆମେରିକାରୁ ମିଳୁଛି….
ନୂଆଦିଲ୍ଲୀ,୧୪।୧୦: ଭାରତର ରାଜନୈତିକ ପ୍ରସଙ୍ଗକୁ ନେଇ ପୁଣି ଥରେ ବଡ଼ ବୟାନ ଦେଇଛନ୍ତି ଆମେରିକୀୟ ଗାୟକ ମେରି ମିଲବେନ । CJP ନେତାମାନେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦରୁ ହଟାଇବା ଦାବିରେ ଆନ୍ଦୋଳନ ଚଳାଇଥିବା ବେଳେ, ଏହି ସଂଗଠନକୁ…

