ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ… ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ...