ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ
ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି ରହିଥିବା ସମୟରେ ଜଳିଯାଇଥିଲା। କୋଚରେ ନିଆଁ ଲାଗିବା ମାତ୍ରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ…
ଫସିଗଲା ବାଂଲାଦେଶ! ହଜରତ ଶାହଜଲାଲ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଲାଗିଲା ଭୟଙ୍କର ନିଆଁ
ଢାକା,୧୮।୧୦: ବାଂଲାଦେଶର ରାଜଧାନୀ ଢାକାର ହଜରତ ଶାହଜଲାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶନିବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ପରେ ସେଠାରୁ ସମସ୍ତ ବିମାନ ଉଡ଼ାଣକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୨ଟା୧୫ ସମୟରେ…

