ପ୍ରଥମ ଭାରତୀୟ ଭାବେ କ୍ଲେକୋର୍ଟରେ ମାଷ୍ଟର୍ସ ୧୦୦୦ ମ୍ୟାଚ୍ ଜିତିଲେ ସୁମିତ ନାଗାଲ ମଣ୍ଟେ କାର୍ଲୋସ, ୮ା୪: ଭାରତର ଟପ୍ ପୁରୁଷ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ଏଟିପି ମାଷ୍ଟର୍ସ ଇଭେଣ୍ଟରେ ଚମକପ୍ରଦ ବିଜୟ ହାସଲ କରିଛନ୍ତି। ସୋମବାର ପ୍ରଥମ ରାଉଣ୍ଡରେ ସେ ୩ ସେଟ୍ ବିଶିଷ୍ଟ ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ...