ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର ଗଣିତ…