ମାଟ୍ରିକ ଦ୍ୱିତୀୟ ଭାଷା ପରୀକ୍ଷା: ୮ ଅସାଧୁ ପରୀକ୍ଷାର୍ଥୀଙ୍କୁ ଧରିଲା AI
କଟକ,୨୫ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ସୋମବାର ଦ୍ୱିତୀୟ ଭାଷା (ଇଂଲିଶ ଓ ହିନ୍ଦୀ) ପରୀକ୍ଷାରେ ୮ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ମାଲ୍ପ୍ରାକ୍ଟିସ୍ ହୋଇଛନ୍ତି। ଏହି ପରୀକ୍ଷାର୍ଥୀମାନେ ହଲ୍ ମଧ୍ୟରେ କପି...
୮୨ ବର୍ଷରେ ମାଟ୍ରିକ ପରୀକ୍ଷା ଦେଇଥିଲେ ଏହି ମୁଖ୍ୟମନ୍ତ୍ରୀ, ରଖିଥିଲେ ଏତିକି ନମ୍ବର
ଚଣ୍ଡିଗଡ଼,୨୦ା୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ଓମ୍ପ୍ରକାଶ ଚୌତାଲାଙ୍କ ଦେହାନ୍ତ ହୋଇଛି। କିନ୍ତୁ ଶିକ୍ଷା ପ୍ରତି ତାଙ୍କର ଆଗ୍ରହ ଏତେ ଥିଲା ଯେ, ସେ ୮୨ ବର୍ଷରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା...
ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…
ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍ଲାଇନ୍ରେ ଫର୍ମ ପୂରଣ କରାଯାଉଛି।...
ପରୀକ୍ଷା ହଲ୍ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ
କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ ଅନୁସୟା ମହାରଣାଙ୍କୁ ନିଲମ୍ବିତ କରାଯାଇଛି। ଶିକ୍ଷୟିତ୍ରୀ ଜଣକ ପରୀକ୍ଷା ନିରୀକ୍ଷକ ଦାୟିତ୍ୱରେ ଥିବା...
ଧରାପଡ଼ିବା ପରେ ବି କାର୍ଯ୍ୟାନୁଷ୍ଠାନ ନାହିଁ, ଏଆଇ ଧରୁଛି ମାଟ୍ରିକ ତ୍ରୁଟି
ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ, ଲିକ୍, ବିଭ୍ରାଟ ଘଟଣା ସୋସିଆଲ ମିଡିଆରେ ଘୂରିବୁଲେ। ମାତ୍ର ତାହାର ସତ୍ୟାସତ୍ୟ ଧରାପଡ଼େ ନାହିଁ କି ଜଣାପଡ଼େ ନାହିଁ। ଏପରି କି ଅନେକ ଘଟଣାକୁ ଚପାଇ ଦିଆଯାଉଥିବା ନେଇ...
ମାଟ୍ରିକ୍ ପରୀକ୍ଷା ଆରମ୍ଭ: ପ୍ରଥମଥର ପାଇଁ ଏଆଇର ହେବ ଉପଯୋଗ
ଭୁବନେଶ୍ୱର,୨୦।୨: ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ପ୍ରବେଶ ଉପରେ ରୋକ ଲଗାଯାଇଥିବାବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି।...
Archives


