ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା, ବୋର୍ଡ ପକ୍ଷରୁ ସୂଚନା ଭୁବନେଶ୍ୱର,୧୩ା୧୨: ଆସନ୍ତା ବର୍ଷ ଫେବୃୟାରୀ ୨୦ରୁ ଆରମ୍ଭ ହେବ। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ। ପ୍ରକାଶ ପାଇଥିବା ସୂଚୀ ଅନୁଯାୟୀ ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ...