ଆଜିଠୁ ମାଟ୍ରିକ୍ ପରୀକ୍ଷା: ସହଯୋଗ କରିବେ ଶିକ୍ଷକ
ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ...