ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି…