Tag Archives: matric result

Matric Result: ୧୯ରୁ ମାଟ୍ରିକ ଖାତାଦେଖା, ମେ’ରେ ରେଜଲ୍ଟ

କଟକ,୬ା୩: ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା। …

ମୋରଡ଼ା ବ୍ଲକର ଦୁଇ ଛାତ୍ରୀଛାତ୍ର ଗ୍ରେଡ୍‌ ଏ-୧ରେ କୃତକାର୍ଯ୍ୟ

ମୋରଡ଼ା,୨୬ା୫(ସ୍ମାରକ ମାଜୀ): ରବିବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଦୁଇଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡ୍‌ରେ କୃତକାର୍ଯ୍ୟ ହୋଇଛନ୍ତି। ଗଡ଼ିଆ ଚିନ୍ତାମଣି ନୋଡାଲ ବିଦ୍ୟାପୀଠର ଛାତ୍ରୀ ଦେବସ୍ମିତା ସି ୬୦୦ରୁ ୫୫୨ ମାର୍କ ରଖି…

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ…

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଜୟନ୍ତ…

ହାଟଡ଼ିହୀ ବ୍ଲକ: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୬ ପରୀକ୍ଷାର୍ଥୀ

ହାଟଡ଼ିହୀ,୨୨।୫(ଡି.ଏନ୍‌.ଏ.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ୬ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ବଡ଼ରମ୍ପାସ ହାଇସ୍କୁଲର ବିଶ୍ୱଜିତ୍‌ ସ୍ବାଇଁ ସବୁଠାରୁ ଅଧିକ ୫୫୯ ନମ୍ବର ରଖିଛନ୍ତି। ସେହିପରି କଳିଙ୍ଗା ହାଇସ୍କୁଲର ଅମ୍ରିତା…

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି। ଚଳିତ ବର୍ଷ ଜିଲାର…

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ। ସେଥିରୁ ୪୭୧ ଜଣ…

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri