Matric Exam: ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର ସୋର,୨୧ା୨: ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ଗାଁରେ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ। ହଠାତ୍ ତାଙ୍କ ପେଟ କାଟିବାକୁ ସେ ଅସୁସ୍ଥ ହୋଇ ତଳେ ପଡ଼ିଗଲେ।…