ଆସନ୍ତାକାଲିଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଦେବେ ମାଟ୍ରିକ୍ ପରୀକ୍ଷା
ଭୁବନେଶ୍ୱର,୨୦ା୨: ଶୁକ୍ରବାରଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ। ବୋର୍ଡର ସୂତ୍ରରୁ ଜଣାପଡ଼ିଛି ଯେ, ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ମାଧ୍ୟମିକ ଶିକ୍ଷା ବୋର୍ଡ…


