IND vs NZ Final: ଗୋଲଡେନ୍ ବ୍ୟାଟ-ବଲ୍ ରେସ୍ରେ ଅଛନ୍ତି ଏହି ଖେଳାଳି ଦୁବାଇ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମାର୍ଚ୍ଚ ୯ରେ ଖେଳାଯିବ। ଏହା ପୂର୍ବରୁ ଗୋଲଡେନ୍ ବ୍ୟାଟ ଏବଂ ବଲ ଜିତିବା ରେସ୍ରେ ଥିବା ଖେଳାଳିଙ୍କୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ଚାମ୍ପିଅନ୍ସ ଟ୍ରଫିରେ ଯେଉଁ ବ୍ୟାଟସମ୍ୟାନ...