ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍, ଜାଣନ୍ତୁ କେବେଠୁ ହେବ ଲାଗୁ… ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ ଭଳି ଏସୀୟ ଦେଶଗୁଡ଼ିକ ଉପରେ ୫୦% ପର୍ଯ୍ୟନ୍ତ ଟାରିଫ୍ ଲାଗୁ କରିବ। ଏହା ଟ୍ରମ୍ପଙ୍କ…