ଭାଜପା, ଶିନ୍ଦେ ସେନା ଛକାପଞ୍ଝା ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍ସି ଦଖଲ ପାଇଁ ମ୍ୟାଜିକ୍ ନମ୍ବର ହେଉଛି ୧୧୪। ଭାଜପାକୁ ୮୯ ଆସନରେ ସଫଳତା ମିଳିଥିବାବେଳେ ଶିନ୍ଦେ ସେନା...