Mayor Zohran Mamdani

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ…

11 hours ago