ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ
ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ଅଧିକାରୀଙ୍କ ଦ୍ୱାରା ଭଞ୍ଜପୁର ପୋଲିସ ନିକଟରେ ଏଫଆଇଆର ଦାଖଲ କରାଯାଇ ମାମଲାର…
୧୦ ବର୍ଷ ପରେ ଘର ବାହୁଡ଼ା: ବିଜେଡିରେ ପୁଣି ଯୋଗଦେଲେ ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ
ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ଭାଜପା ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ଏମ୍ପି ମମତା ମହାନ୍ତ, ଜିଲା…
ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ
ବାରିପଦା,୩୧।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଏଣ୍ଟ ଟାସ୍କଫୋର୍ସ ମାଧ୍ୟମରେ ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଦୁଇ ମାସ ମଧ୍ୟରେ ବନବିଭାଗ ଓ ପୋଲିସ ପକ୍ଷରୁ ଦ୍ବିତୀୟ ପର୍ଯ୍ୟାୟ(ସେପ୍ଟେମ୍ବର ଓ ଅକ୍ଟୋବର) ଶର୍ଚ୍ଚ ଅପରେଶନ ଜାରି ଥିବା ବେଳେ…
ଦ୍ୱାରଶୁଣି ଘାଟିରେ ଓଲଟିଲା ଟ୍ରକ୍: ଆଖି ବୁଜିଲେ ୨୫ରୁ ଊର୍ଦ୍ଧ୍ୱ ଗୋରୁ
ବାରିପଦା,୩୧।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ମଙ୍ଗଳବାର ଏକ ଗୋରୁ ବୋଝେଇ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୫ରୁ ଊର୍ଦ୍ଧ୍ୱ ଗୋରୁଙ୍କର ଜୀବନ ଯାଇଛି। ମରଣଯନ୍ତା ସାଜିଥିବା ଘାଟି ରାସ୍ତାରେ ଦୁର୍ଘଟଣା ଖବରପାଇ…
ବାପାଙ୍କ ଗୋଇଠା ମାଡ଼ରେ ଚାଲିଗଲା ଗର୍ଭବତୀ ଝିଅଙ୍କ ଜୀବନ
ମୟୂରଭଞ୍ଜ,୨୯।୧୦: ବାପାଙ୍କ ଗୋଇଠା ମାଡ଼ରେ ଗର୍ଭବତୀ ଝିଅଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ପଥରଖଣି ଗାଁରେ । ପାରିବାରିକ କହଳରୁ ଏପରି ଘଟଣା ଘଟିଥିବା କୁହାଯାଉଛି। ସ୍ବାମୀଙ୍କ ମୃତ୍ୟୁପରେ ଝିଅ ଶାଶୁଘର ଛାଡ଼ି ବାପାଘରେ…
ପିଉସୀ ଘରେ ସ୍ତ୍ରୀ ମୁଣ୍ଡକୁ ଶାବଳରେ ଛେଚିଦେଲେ ସ୍ବାମୀ
ମୋରଡା,୧୭।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନ ସମାଇଡ଼ିହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ସ୍ବାମୀ ସ୍ତ୍ରୀକୁ ଏକ ଶାବଳରେ ଛେଚି ନିର୍ମମ ଭାବେ ହତ୍ୟା କରିବା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।…
ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ଅଢେଇ ଲକ୍ଷ
ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବେତନଟୀ ବଜାରରୁ ବ୍ୟବସାୟୀଙ୍କ ନିକଟରୁ ଗୁରୁବାର ଅପରାହ୍ନରେ ଦୁଇ ଦୁର୍ବୃତ୍ତ ଅଢେଇଲକ୍ଷ ଟଙ୍କା ନେଇଯାଇଛନ୍ତି। ୪୬ବର୍ଷୀୟ ବ୍ୟବସାୟୀ ଘନଶ୍ୟାମ ଖଣ୍ଡେଲୱାଲ ନିଜର ସ୍କୁଟିରେ ବେତନଟୀ ଏସବିଆଇ ଶାଖାରୁ ଏକଲକ୍ଷ ଟଙ୍କା ଏବଂ ବ୍ୟାଙ୍କ ଅଫ ଇଣ୍ଡିଆ…
ବସ୍ରେ ଲାଗିଲା ୧୧କେଭି ବିଦ୍ୟୁତ୍ ତାର: ଅଳ୍ପକେ ରକ୍ଷା ପାଇଲେ ୭୦ ପର୍ଯ୍ୟଟକ
ବାଲିଆପାଳ, ୯।୨(ସ୍ବ.ପ୍ର.)-ବାଲିଆପାଳ ବିଦ୍ୟୁତ୍ ବିଭାଗର ଖାମଖିଆଲି ନୀତି ଯୋଗୁ ଡଗରା ବେଳାଭୂମି ରାସ୍ତାରେ ନିଶ୍ଚିତ ବିପଦରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ୭୦ ପର୍ଯ୍ୟଟକ। ଏହାକୁ ନେଇ ରବିବାର ପୂର୍ବାହ୍ନରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ବାରିପଦା ଉତ୍ତରଓଡ଼ିଶା…
ଅଜଣା ମୃତଦେହ ଉଦ୍ଧାର
ବଡ଼ସାହି,୧୫।୧(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଦେଉଳିଆ ରାସ୍ତାର ଭାଲୁବସାଠାରେ ଜନୈକ ବାଇକ ଚାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ଘଟଣାସ୍ଥଳରେ ବାଇକଟି ପଡିଛି। ପାରିପାଶର୍ବିକ ସ୍ଥିତିରୁ ଜଣାଯାଏ, ଭାଲୁବସାଠାରେ ଥିବା ବାଙ୍କ ରାସ୍ତାରେ…
ପରିତ୍ୟକ୍ତ କୂଅରୁ ଭାଲୁ ଉଦ୍ଧାର
କପ୍ତିପଦା,୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ପିଙ୍ଗୁ ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ଗୋଟିଏ ଭାଲୁକୁ ଉଦ୍ଧାର କରାଯାଇଛି। ଜଙ୍ଗଲରୁ ଚାଲି ଆସିଥିବା ଭାଲୁଟି ସୁଦର୍ଶନ ବେହେରାଙ୍କ ବାଡ଼ିରେ ଥିବା କୂଅରେ ପଡ଼ି ଯାଇଥିଲା। ଖବର ପ୍ରଚାରିତ ହେବା…
ସଙ୍ଗୀତ ପ୍ରତି ରାଧାକୃଷ୍ଣ ଭଞ୍ଜଙ୍କ ନିଷ୍ଠା ଥିଲା ଅନନ୍ୟ
ବାରିପଦା ଅଫିସ,୬।୧୧: ଓଡିଶାର ମହାନ ସଙ୍ଗୀତ ନିଦ୍ଦେର୍ର୍ଶକ ତଥା ମୟୂରଭଞ୍ଜ ମାଟିର ଗର୍ବ ଓ ଗୌରବ ସ୍ବର୍ଗତ ରାଧାକୃଷ୍ଣ ଭଞ୍ଜଙ୍କ ଜୟନ୍ତୀ ସ୍ଥାନୀୟ ମିଶନ ସାଇନ୍ସ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ତରଫରୁ ଅନୁଷ୍ଠିତ ଏହି…
ବଦଳିଲେ ମୟୂରଭଞ୍ଜ ଡିପିଏମ
ବାରିପଦା ଅଫିସ,୬।୧୧- ଜାତୀୟ ସ୍ବାସ୍ଥ୍ୟ ମିଶନର ମୟୂରଭଞ୍ଜ ଜିଲା ପ୍ରୋଗ୍ରାମ ମ୍ୟାନେଜର(ଡିପିଏମ) ଅନିଲ କୁମାର ମହାନ୍ତିଙ୍କୁ ବାଲେଶ୍ୱର ଜିଲାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ବାଲେଶ୍ୱର ଡିପିଏମ ଭାବେ କାର୍ଯ୍ୟରତ ଥିବା ପ୍ରଭୁ ପ୍ରୟାନ୍ତ ପତିଙ୍କୁ ମୟୂରଭଞ୍ଜ ଜିଲାକୁ ବଦଳି କରାଯାଇଛି।…
Archives


