ପଶ୍ଚିମବଙ୍ଗରେ ବାରମ୍ବାର ଗଣବଳାତ୍କାର: ମମତାଙ୍କ ମୁହଁ ଫୁଟାଣି, ଝିଅମାନେ ରାତିରେ କୋଲକାତା,୧୨।୧୦: ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ୍ କଲେଜର ଦ୍ୱିତୀୟ ବର୍ଷ ଛାତ୍ରୀ ତଥା ଓଡ଼ିଶାର ଜଳେଶ୍ୱର ଅଞ୍ଚଳର ୨୩ ବର୍ଷୀୟ ଯୁବତୀଙ୍କୁ ଗଣବଳାତ୍କାର ଘଟଣା ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଝିଅମାନଙ୍କୁ ରାତିରେ…