ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ ବିପକ୍ଷରେ ପାଞ୍ଚ ୱିକେଟରେ ପରାଜୟ ବରଣ କରିଛି। ଏହା ଶେଷ ଛଅଟି ମ୍ୟାଚରେ…