ଫୁଲବାଣୀ ମେଡିକାଲ କଲେଜ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଫୁଲବାଣୀ,୭ା୬(ରାକେଶ କୁମାର ରାଉତ): କନ୍ଧମାଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ଉଦଘାଟନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ମାଦିକୁନ୍ଦା...