ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍ମିଟ୍ ହେବାର ୩ ଦିନ ପୂର୍ବରୁ ହେବ ସବୁ.. .ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…