ନଦୀ ନାଳ ନିକଟରେ ରହୁଥିବା ଲୋକମାନଙ୍କ ପ୍ରତି ରହିଛି କର୍କଟ ରୋଗ ବିପଦ: ICMR ଭୁବନେଶ୍ୱର,୧୨।୩: ଦେଶର ସର୍ବୋଚ୍ଚ ମେଡିକାଲ ପ୍ୟାନେଲ୍, ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ICMR) ଦ୍ୱାରା ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ନଦୀ ନାଳ ନିକଟରେ ରହୁଥିବା ଲୋକମାନେ କର୍କଟ ରୋଗରେ ପୀଡିତ ହେବାର ବିପଦର ସମ୍ମୁଖୀନ...