ଚାଷଜମିରେ ପଶୁଛି ମେଗା ପାନୀୟ ଜଳ ପ୍ରକଳ୍ପର ମଇଳା ପାଣି, ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ବିଧାୟକଙ୍କ ପରାମର୍ଶ ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଦ୍ୱାରା ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ହେଉଛି। କିନ୍ତୁ ଉକ୍ତ ପ୍ରକଳ୍ପର...