ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ ହେବା ପରେ ଏବେ ଢେଙ୍କାନାଳ ଜିଲାରେ ଆଉ ଏକ ମେଗା ଷ୍ଟିଲ୍ ପ୍ଲାଣ୍ଟ…