ଇନ୍ଦୋର,୧୧।୬: ଇନ୍ଦୋର ବ୍ୟବସାୟୀ ରାଜା ରଘୁବଂଶୀଙ୍କୁ ମେଘାଳୟରେ ହନିମୁନ୍ ବେଳେ ସ୍ତ୍ରୀ ସୋନମ୍ ତାଙ୍କୁ ହତ୍ୟା କରାଇବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ସୋନମ…