ମେହେବୁବା ମୁଫତିଙ୍କୁ ହାଉସ ଆରେଷ୍ଟ କରାଯାଇଥିବା ଦାବି, ପୋଲିସ କହିଲା କେହି ନାହାନ୍ତି ନଜରବନ୍ଦୀ ଶ୍ରୀନଗର,୧୧।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ହଟାଇବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆବେଦନ ଉପରେ ସୋମବାର (ଡିସେମ୍ବର ୧୧) ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିବ। ଏହାପୂର୍ବରୁ ଜମ୍ମୁ କଶ୍ମୀରରେ ସୁରକ୍ଷା କଡାକଡି କରାଯାଇଛି। ମେହବୁବା ମୁଫତିଙ୍କ ପାର୍ଟି ପିଡିପି ଦାବି କରିଛି ଯେ...