‘ହେଲୋ ଫର୍ମ ମେଲୋଦି ଟିମ୍’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମେଲୋନିଙ୍କ...