ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି ଇସଲାମାବାଦ୍,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…