ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…