ମାନସିକ ରୋଗ: କିଛି କଥା ମାନସିକ ରୋଗଗୁଡ଼ିକ ସମ୍ପର୍କରେ ଲୋକମାନଙ୍କ ମଧ୍ୟରେ ଅନେକ ଭୁଲ୍ ଧାରଣା ରହିଛି। ଲୋକମାନେ ଭାବନ୍ତି ମାନସିକ ରୋଗର ଚିକିତ୍ସା ସମ୍ଭବ ନୁହେଁ ଏବଂ ଏହା କେବେ ଭଲ ହୋଇପାରିବ ନାହିଁ। ଔଷଧ ସାରା ଜୀବନ ଖାଇବାକୁ ପଡ଼େ ଏବଂ ଶରୀରର ବିଭିନ୍ନ…