ମାନସିକ ଚାପ ହ୍ରାସ କରେ ଯୋଗ ଶରୀରକୁ ସୁସ୍ଥ ରଖିବା ପାଇଁ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ଆମ ଶରୀରର ଯତ୍ନ ନେବାକୁ ଭୁଲିଯାଉଛେ। ଏହା ଦ୍ୱାରା ଆମେ ଅନେକ ରୋଗର ଶିକାର ହେଉଛେ। ତେଣୁ ଶରୀରକୁ...