ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ… ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର...