ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି
ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ୨୭ଟି ନକ୍ଷତ୍ର…

