ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର ହେଉଛନ୍ତି।…