ବନ୍ଦ ହୋଇଯିବ Messenger App, ଏହି ତାରିଖ ପରେ କରିପାରିବେ ନାହିଁ ବ୍ୟବହାର ନୂଆଦିଲ୍ଲୀ,୧୭।୧୦: ଯଦି ଆପଣ ମେଟା କମ୍ପାନୀର ମେସେଞ୍ଜର ଆପ ବ୍ୟବହାର କରୁଛନ୍ତି, ତେବେ ଆଜିର ଏହି ଖବର ଆପଣଙ୍କ ପାଇଁ ବିଶେଷ। କମ୍ପାନୀ ନିକଟରେ ଘୋଷଣା କରିଛି ଯେ ମେସେଞ୍ଜର ଆପ୍ ଶୀଘ୍ର ବନ୍ଦ ହେବାକୁ ଯାଉଛି। ଉପଭୋକ୍ତାମାନଙ୍କୁ ସତର୍କ...