ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା… ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ ଦିନ ମେଟାର ସମସ୍ୟା ବଢ଼ିବାରେ ଲାଗିଛି । ବୁଧବାର (୫ ଅଗଷ୍ଟ) ମେଟାର…