ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍ର ମାଲିକାନା ସଂସ୍ଥା 'ମେଟା' ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି।…