ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ୍ରେ ଗଡ଼ିବ ମେଟ୍ରୋ ଟ୍ରେନ୍ ଭୁବନେଶ୍ୱର,୨୬ା୫(ବନ୍ଦନା ସେଠୀ): କୋଲକାତା ଭଳି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍ ଅଣ୍ଡରଗ୍ରାଉଣ୍ଡ୍ରେ ଚଳାଚଳ କରିବ। ପୂର୍ବରୁ ବ୍ରିଜ୍ ଉପରେ ମେଟ୍ରୋ ଟ୍ରେନ ଚାଲିବ ବୋଲି ସୂଚନା ଦିଆଯାଇଥିଲା ଓ ସେହି ଅନୁସାରେ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ହେଲେ ଏବେ ରାଜ୍ୟ...