ସମ୍ବିତ ପାତ୍ରଙ୍କୁ ମିଳିଲା Z ବର୍ଗର ସୁରକ୍ଷା: ଜାଣନ୍ତୁ କାହିଁକି ନିଆଗଲା ଏତେ ବଡ଼ ପଦକ୍ଷେପ ନୂଆଦିଲ୍ଲୀ,୧୩।୨: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର-ପୂର୍ବ ପ୍ରଭାରୀ ଏବଂ ଏମ୍ପି ସମ୍ବିତ ପାତ୍ରଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ Z ବର୍ଗର ସୁରକ୍ଷା ଦିଆଯାଇଛି। କେବଳ ମଣିପୁରରେ ତାଙ୍କୁ ଏହି ସୁରକ୍ଷା ମିଳିବ। ଆଇବି ରିପୋର୍ଟ ଆଧାରରେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତାଙ୍କର…