ଇତିହାସ ରଚିଲା RCB: ଆଇପିଏଲ୍ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦…