ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ ବିଶ୍ୱବ୍ୟାପୀ…