୧୮ ଘଣ୍ଟାର ବଡ଼ ଆଉଟେଜ୍ ପରେ ସ୍ବାଭାବିକ ହେଲା Microsoft ସେବା: କୋଟି କୋଟି ବ୍ୟବହାରକାରୀଙ୍କୁ ବଡ଼ ଆଶ୍ବସ୍ତି
ନୂଆଦିଲ୍ଲୀ,୧୩।୧୧: ବିଶ୍ବର କୋଟି କୋଟି ମାଇକ୍ରୋସଫ୍ଟ ୩୬୫ (Microsoft 365) ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି। ଗୁରୁବାର ରାତିରୁ ଆରମ୍ଭ ହୋଇଥିବା ନେଟୱାର୍କ ସମସ୍ୟା କାରଣରୁ ଶୁକ୍ରବାର ଦିନସାରା ସେବା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ତେବେ…

