ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି...