IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ! ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସନରାଇଜର୍ସ ହାଇଦ୍ରାବାଦର ନିୟମିତ ଅଧିନାୟକ ପ୍ୟାଟ କମିନ୍ସ…