ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି । ଚାଲିଥିବା ଆକ୍ରମଣ ମଧ୍ୟରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ ସମ୍ପର୍କରେ ରିପୋର୍ଟ…