Tag Archives: Middle East crisis

ମଧ୍ୟପ୍ରାଚ୍ୟ ସଙ୍କଟ ଜାହାଜ ଚଳାଚଳ ମାର୍ଗରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି; ନୂତନ କେନ୍ଦ୍ର ଭାବରେ ଉଭା ହୋଇଛି ଆଫ୍ରିକା

ତେହରାନ,୨।୫: ପଶ୍ଚିମ ଏସିଆରେ ବଢୁଥିବା ସଙ୍କଟ ମଧ୍ୟରେ, ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଏବଂ ଲାଲ ସାଗରରେ ଦୀର୍ଘକାଳୀନ ଉତ୍ତେଜନା ବାଣିଜି୍ୟକ ଜାହାଜଗୁଡ଼ିକୁ ସେମାନଙ୍କର ପଥ ପରିବର୍ତ୍ତନ କରିବାକୁ ବାଧ୍ୟ…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ ଏକ ବଡ଼ ବୃଦ୍ଧି ଘଟିଛି । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,…

ଗ୍ୟାସ ସଙ୍କଟ ମଧ୍ୟରେ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ, ଗୁଜବ ପ୍ରଚାରକଙ୍କ ଉପରେ….

ନୂଆଦିଲ୍ଲୀ,୧୨।୩: ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଦେଶର ଅଧିକାଂଶ ସ୍ଥାନରେ ଗ୍ୟାସର ଅଭାବ ଦେଖାଯାଉଛି । ଏଲପିଜି ସିଲିଣ୍ଡର ପାଇଁ ଲମ୍ବା ଧାଡ଼ି ନିରନ୍ତର ଖବର ଶିରୋନାମା ପାଲଟିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ଆତଙ୍କ…

ମଧ୍ୟପ୍ରାଚ୍ୟ ସଂଘର୍ଷ: ଦୁବାଇ ବିମାନବନ୍ଦର ନିକଟରେ ଡ୍ରୋନ୍ ଆଟାକ୍, ଜଣେ ଭାରତୀୟଙ୍କ ସମେତ ଚାରି ଆହତ

ନୂଆଦିଲ୍ଲୀ,୧୧।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଦୁବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଇରାନ ଆଜି ଦୁବାଇ ବିମାନବନ୍ଦର ନିକଟରେ ଆଉ ଏକ ଡ୍ରୋନ୍ ହମଲା କରିଛି । ଯଦିଓ ଡ୍ରୋନ୍ ଆକ୍ରମଣକୁ ପଣ୍ଡ କରାଯାଇଛି, ତଥାପି…

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କଲେ ରାଜନାଥ

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ଚିନ୍ତା ପ୍ରକଟ କରିଛନ୍ତି। ଯୁଦ୍ଧ ପାଇଁ ଦେଶରେ ଅର୍ଥନୈତିକ ପ୍ରଭାବ ପଡ଼ିବା ନେଇ ଚେତାବନୀ ଦେଇଛନ୍ତି। ପର୍ସିଆନ ଗଲ୍ଫ ଅଞ୍ଚଳ ବିଶ୍ୱର ଶକ୍ତି ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri