ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର? ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର ସହ ହର୍ମୁଜ୍ ପ୍ରଣାଳୀ ଦେଇ ଗତି କରିଛି । ଏହି ଜାହାଜଗୁଡ଼ିକ ଏକ…