Tag Archives: Home Middle

କୋଲକାତା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: କମିଶନରଙ୍କ ବାଇକ୍‌, ଚଢୁଥିଲା ସଞ୍ଜୟ ରୟ

କୋଲକାତା,୨୭।୮: କୋଲକାତା ବଳାତ୍କାର ପରେ ହତ୍ୟା ମାମଲାରେ ବଡ଼ ଖୁଲାସା ହୋଇଛି। ଯାହାକୁ ନେଇ ପୁରା ଦେଶରେ ହଇଚଇ ସୃଷ୍ଟି ହୋଇଛି । ଘଟଣା ଦିନ ରାତିରେ ଅଭିଯୁକ୍ତ ସଞ୍ଜୟ ରୟ ଚଲାଇଥିବା ବାଇକ କୋଲକାତା ପୋଲିସ କମିଶନର ନାମରେ...

ନିର୍ଦ୍ବନ୍ଦରେ ଆଇସିସି ଅଧ୍ୟକ୍ଷ ନିର୍ବାଚିତ ହେଲେ ଜୟ ଶାହା

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ୩୫ ବର୍ଷ ବୟସରେ ଆଇସିସିର ସର୍ବକନିଷ୍ଠ ଚେୟରମ୍ୟାନ୍‌ ହେବାର ରେକର୍ଡ କରିଛନ୍ତି। କ୍ରିକେଟର...

ବିଧାନସଭାରେ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା, ପରିବାରର ସବୁ ମହିଳାଙ୍କୁ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୭।୮: ବିଧାନସଭାରେ ସୁଭଦ୍ରା ଯୋଜନାନେଇ ବଡ଼ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ପରିବାରର ସବୁ ମହିଳା ଏହି ଯୋଜନାରେ ସୁବିଧା ପାଇପାରିବେ। ପରିବାରରେ ୩ଜଣ କି ୪ଜଣ ମହିଳା ଥାଆନ୍ତି ସମସ୍ତଙ୍କୁ ସୁଭଦ୍ରା ଟଙ୍କା...

ସିବିଆଇ ପରେ ଇଡି ନିଶାଣରେ ଆରଜି କର ହସ୍ପିଟାଲ, ସନ୍ଦୀପ ଘୋଷଙ୍କ ବ୍ୟତୀତ ଅନେକଙ୍କ ଉପରେ ମନି ଲଣ୍ଡ୍ରିଂ ମାମଲା ରୁଜୁ

କୋଲକାତା,୨୭।୮: କୋଲକାତାର ଆର.ଜି କର ହସ୍ପିଟାଲରେ ମନି ଲଣ୍ଡ୍ରିଂକୁ ନେଇ ଇଡି (ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ) ଏକ ମାମଲା ରୁଜୁ କରିଛି। ଏନେଇ ଏଜେନ୍ସି ତଦନ୍ତ ଆରମ୍ଭ କରିଛି। ସିବିଆଇର ଏଫଆଇଆର୍‌ ଆଧାରରେ ଇଡି ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ...

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ...

୩ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା...

ନିଯୁକ୍ତି ମେଳା କରିବେ ମୋହନ ସରକାର: ଖୁବଶୀଘ୍ର ୩୫ ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୭।୮: ରାଜ୍ୟରେ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ଆସନ୍ତା ମାସରେ ନିଯୁକ୍ତି ମେଳା କରି ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ବିଭିନ୍ନ...

ଭାଜପାରେ ସାମିଲ ହେବା ଉପରେ ଆସିଲା ଚମ୍ପାଇ ସୋରେନଙ୍କ ପ୍ରଥମ ପ୍ରତିକ୍ରିୟା, ମୋଦି, ଶାହାଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୨୭।୮: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପାରେ ଯୋଗଦେବାକୁ ଯାଉଛନ୍ତି। ସେ ଆଜି ଏହି ବିଷୟରେ ନୀରବତା ଭାଙ୍ଗିଛନ୍ତି। ଚମ୍ପାଇ ସୋରେନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ଉପରେ ତାଙ୍କର ବିଶ୍ୱାସ ରହିଛି।...

ସମସ୍ତଙ୍କୁ ମିଳବ ସୁଭଦ୍ରା ଟଙ୍କା, କାହିଁକି ହଠାତ୍‌ ପୁଣି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮: ‘ସୁଭଦ୍ରା’ ପ୍ରସଙ୍ଗକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡିକୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ...

ସମସ୍ତ କଳ୍ପନାଜଳ୍ପନା ଶେଷ: ଭାଜପାରେ ସାମିଲ ହେବେ ଚମ୍ପାଇ ସୋରେନ, ସୂଚନା ଦେଲେ ହିମନ୍ତ

ରାଞ୍ଚି,୨୭।୮: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସମ୍ପର୍କରେ ଚାଲିଥିବା ସମସ୍ତ କଳ୍ପନାଜଳ୍ପନା ସୋମବାର ଶେଷ ହୋଇଛି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର ବିଳମ୍ବିତ ରାତିରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚମ୍ପାଇ ସୋରେନ ଶୁକ୍ରବାର...

କୋଲକାତା ମହିଳା ଡାକ୍ତରଙ୍କ ସହ ସେଦିନ ରାତିରେ କ’ଣ ହୋଇଥିଲା, କେମିତି ହତ୍ୟା କରାଗଲା, ସବୁ ସତ ଓଗାଳିଲେ ସଞ୍ଜୟ ରୟ

କୋଲକାତା,୨୭।୮: କୋଲକାତାର ଆର୍‌.ଜି କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା କରିଥିବା ଅଭିଯୁକ୍ତ ସଞ୍ଜୟ ରୟ ନିଜ ଅପରାଧ ସ୍ବୀକାର କରିଛନ୍ତି। ଯଦି ସିବିଆଇ ସୂତ୍ରରୁ ବିଶ୍ୱାସ କରାଯାଏ, ତେବେ ହତ୍ୟାକାରୀ ସଞ୍ଜୟ ରୟ ସିବିଆଇ...

ପଣ୍ୟବାହୀ ଜାହାଜ ଆଇଟିଟି ପୁମା ବୁଡ଼ିଗଲା

ପାରାଦୀପ,୨୭।୮(ଶରତ ରାଉତ): ପଶ୍ଚିମବଙ୍ଗ ସାଗରଦୀପଠାରୁ ୯୦ ନଟିକାଲମାଇଲ (୧୬୨ କି.ମି.) ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି। ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ପାଟ୍ରୋଲିଂ ଜାହାଜ ସାରଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri